Nehemiah 2:1 — Compare Translations
5 translations compared side by side
Odia - 1840
"ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷ ରେ ନିଶାନ ମାସ ରେ ଏହିପରି ଘଟିଥିଲା। ଯେ ରାଜାଙ୍କ ସମ୍ମୁଖ ରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସହେି ଦ୍ରାକ୍ଷାରସ ନଇେ ରାଜାଙ୍କୁ ଦଲେି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତ ରେ ଦୁଃଖିତ ହାଇେ ନ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବିଂଶତିତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି । ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ନିହିମିୟାଙ୍କୁ ଯିରୁଶାଲମକୁ ପଠାଇଥିଲେ ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।
Odia IRV 2017 (ଓଡିଆ ବାଇବେଲ)