Nehemiah 2:10 — Compare Translations

5 translations compared side by side

Odia - 1840
"ହାରୋଣୀଯ ସନ୍ବଲ୍ଲଟ ଓ ଅେମ୍ମାନୀୟ ଟୋବିୟ ଅଧିକାରୀଗଣ ଅତିଶଯ ଦୁଃଖିତ ହେଲ, ଯେତବେେଳେ ସମାନେେ ଶୁଣିଲେ ଯେ, ଜଣେ ବ୍ଯକ୍ତି ଇଶ୍ରାୟେଲର ସନ୍ତାନଗଣଙ୍କୁ ସାହାୟ୍ଯ କରିବା ପାଇଁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣୀୟ ସ‌ନ୍‌ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଅଧିକାରୀଗଣ ଅତିଶୟ ଦୁଃଖିତ ହେଲେ, ଯେତେବେଳେ ସେମାନେ ଶୁଣିଲେ ଯେ, ଜଣେ ବ୍ୟକ୍ତି ଇସ୍ରାଏଲର ସନ୍ତାନଗଣଙ୍କୁ ସାହାଯ୍ୟ କରିବା ପାଇଁ ଆସିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।