Nehemiah 2:11 — Compare Translations

5 translations compared side by side

Odia - 1840
"ମୁଁ ୟିରୁଶାଲମକୁ ଗଲି ଓ ସଠାେରେ ତିନିଦିନ ରହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି ।
Odia Bible ERV 2004 (ପବିତ୍ର ବାଇବଲ)
ନିହିମିୟା ଯିରୁଶାଲମର କାନ୍ଥଗୁଡ଼ିକୁ ପରିଦର୍ଶନ କଲେ ମୁଁ ଯିରୁଶାଲମକୁ ଗଲି ଓ ସେଠାରେ ତିନି ଦିନ ରହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।