Nehemiah 2:12 — Compare Translations
5 translations compared side by side
Odia - 1840
"ଏହାପରେ ରାତ୍ର ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ବର ୟିରୁଶାଲମ ପାଇଁ ଯାହା କରିବାକୁ ମାେତେ ପ୍ ରରଣୋ ଦଇେଥିଲେ କରିବାକୁ, ତାହା ମୁଁ କାହାରିଠା ରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡା ରେ ଚଢିଥିଲି ସହେି ଘୋଡାକୁ ଛାଡି ଦେଲେ ମାେ ନିକଟରେ ଆଉ ଘୋଡା ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ଵର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାତ୍ରି ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ୱର ଯିରୁଶାଲମ ପାଇଁ ଯାହା କରିବାକୁ ମୋତେ ପ୍ରେରଣା ଦେଇଥିଲେ, ତାହା ମୁଁ କାହାରିଠାରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡ଼ାରେ ଚଢ଼ିଥିଲି ସେହି ଘୋଡ଼ାକୁ ଛାଡ଼ି ଦେଲେ ମୋ’ ନିକଟରେ ଆଉ ଘୋଡ଼ା ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାତ୍ରିରେ ମୁଁ ଓ ମୋ’ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋ’ ସଙ୍ଗରେ ନ ଥିଲା।