Nehemiah 2:13 — Compare Translations

5 translations compared side by side

Odia - 1840
"ଅନ୍ଧାର ହବୋ ମାତ୍ ରେ ମୁଁ ଉପତ୍ୟକାର ଧାରଦଇେ ନାଗକୂପ ଓ ଖତଦ୍ବାର ପର୍ୟ୍ଯନ୍ତ ଗଲି ଓ ୟିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ବାରସବୁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ଵାର ଦେଇ ନାଗକୂପ ଓ ଖତଦ୍ଵାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ଵାରସବୁ ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧାର ହେବା ମାତ୍ରେ ମୁଁ ଉପତ୍ୟକାର ଧାରଦେଇ ନାଗକୂପ ଓ ଖତଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦ‌ଗ୍‌ଧ ଦ୍ୱାରସବୁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।