Nehemiah 2:14 — Compare Translations
5 translations compared side by side
Odia - 1840
"ତା'ପରେ ମୁଁ ନିର୍ଝର ଦ୍ବାର ଓ ରାଜ ପୁଷ୍କରିଣୀ ପର୍ୟ୍ଯନ୍ତ ଗଲି। ମାତ୍ର ସଠାେରେ ମାରେ ବାହାନ ପଶୁ ପାଇଁ ୟିବାର ସ୍ଥାନ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ନିର୍ଝରଦ୍ଵାର ଓ ରାଜପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ନିର୍ଝର ଦ୍ୱାର ଓ ରାଜ ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି। ମାତ୍ର ସେଠାରେ ମୋର ବାହାନ ପଶୁ ପାଇଁ ଯିବାର ସ୍ଥାନ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।