Nehemiah 2:15 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଉପତ୍ୟକା ଉପରକୁ ଅନ୍ଧାର ରେ ଚଢିଲି ଓ ପ୍ରାଚୀରକୁ ନିରୀକ୍ଷଣ କଲି ଏବଂ ଉପତ୍ୟକାର ଫାଟକ ଦଇେ ଫରେି ଆସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ଵକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ଵାର ଦେଇ ପ୍ରବେଶ କରି ଫେରି ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଉପତ୍ୟକା ଉପରକୁ ଅନ୍ଧାରରେ ଚଢ଼ିଲି ଓ ପ୍ରାଚୀରକୁ ନିରୀକ୍ଷଣ କଲି ଏବଂ ଉପତ୍ୟକାର ଫାଟକ ଦେଇ ଫେରି ଆସିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଉର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।