Nehemiah 2:16 — Compare Translations

5 translations compared side by side

Odia - 1840
"ମୁଁ କେଉଁଆଡେ ଗଲି ଓ କ'ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ଯ ୟିହୁଦୀଯମାନଙ୍କୁ, ଯାଜକମାନଙ୍କୁ, ମୁଖ୍ଯମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେଉଁ ଆଡ଼େ ଗଲି ଓ କ’ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ୟ ଯିହୁଦୀୟମାନଙ୍କୁ, ଯାଜକମାନଙ୍କୁ, ମୁଖ୍ୟମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।