Nehemiah 2:17 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ଦେଖି ପାରୁଛ ଆମ୍ଭମାନେେ ଖରାପ ଅବସ୍ଥା ରେ ଅଛୁ। ୟିରୁଶାଲମ କିପରି ଉଜାଡ ହାଇେ ପଡିଛି ଏବଂ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହାଇେଅଛି। ନିନ୍ଦିତ ନ ହବୋ ଆସ, ଆସ ପୁଣି ଥରେ ୟିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ସେମାନଙ୍କୁ କହିଲି, ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦ‌ଗ୍‌ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”
Odia IRV 2017 (ଓଡିଆ ବାଇବେଲ)
ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”