Nehemiah 2:18 — Compare Translations

5 translations compared side by side

Odia - 1840
"ମୁଁ ମଧ୍ଯ ସହେି ଲୋକମାନଙ୍କୁ ଜଣାଇ ଦଲେି ଯେ, ପରମେଶ୍ବର ମାେ ଉପରେ ଦୟା କରିଛନ୍ତି ଏବଂ ଯାହା ମାେତେ ରାଜା କହିଥିଲେ, ମୁଁ ସମାନଙ୍କେୁ କହିଲି। ତା'ପରେ ସହେି ଲୋକମାନେ ଉତ୍ତର ଦେଲେ, ତବେେ ଗ୍ଭଲ, ବର୍ତ୍ତମାନ ଆମ୍ଭମାନେେ କାର୍ୟ୍ଯ ଆରମ୍ଭ କରିବା। ତେଣୁ ସମାନେେ ନିଜକୁ ଏହି ଉତ୍ତମ କାମ ରେ ନିଯୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି । ତହିଁରେ ସେମାନେ କହିଲେ, ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା । ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା’ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ’ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।