Nehemiah 2:19 — Compare Translations

5 translations compared side by side

Odia - 1840
"କନ୍ତୁ ହୋରୋଣୀଯ ସନ୍ବଲ୍ଲଟ୍ ଓ ଅେମ୍ମାନୀୟ ଟୋବିୟ ଓ ଆରବୀଯ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସମାନେେ କହିଲେ, ତୁମ୍ଭମାନେେ କ'ଣ ଏ କି କାର୍ୟ୍ଯ କରୁଅଛ? ତୁମ୍ଭମାନେେ କ'ଣ ରାଜଦ୍ରୋହ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହୋରୋଣୀୟ ସ‌ନ୍‌ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଓ ଆରବୀୟ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସେମାନେ କହିଲେ, ତୁମ୍ଭେମାନେ କ’ଣ ଏ କି କାର୍ଯ୍ୟ କରୁଅଛ? “ତୁମ୍ଭେମାନେ କ’ଣ ରାଜଦ୍ରୋହ କରୁଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”