Nehemiah 2:20 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ଏହିପରି କହିଲି, ସ୍ବର୍ଗସ୍ଥ ପରମେଶ୍ବର ଆମ୍ଭର କାର୍ୟ୍ଯ ସିଦ୍ଧ କରିବେ। ଆମ୍ଭେ ହେଉଛୁ ପରମେଶ୍ବରଙ୍କ ଦାସ। ଆମ୍ଭମାନେେ ଏହି ନଗରକୁ ପୁନଃନିର୍ମାଣ କରିବୁ। କିନ୍ତୁ ୟିରୁଶାଲମ ରେ ତୁମ୍ଭର କିଛି କାର୍ୟ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, ଯେ ସ୍ଵର୍ଗସ୍ଥ ପରମେଶ୍ଵର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଏଥିପାଇଁ ତାହାଙ୍କର ଦାସ ଆମ୍ଭେମାନେ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଏହିପରି କହିଲି, “ସ୍ୱର୍ଗସ୍ଥ ପରମେଶ୍ୱର ଆମ୍ଭର କାର୍ଯ୍ୟ ସିଦ୍ଧ କରିବେ। ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ଦାସ। ଆମ୍ଭେମାନେ ଏହି ନଗରକୁ ପୁନଃନିର୍ମାଣ କରିବୁ। କିନ୍ତୁ ଯିରୁଶାଲମରେ ତୁମ୍ଭର କିଛି କାର୍ଯ୍ୟ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”
Odia IRV 2017 (ଓଡିଆ ବାଇବେଲ)