Nehemiah 2:3 — Compare Translations
5 translations compared side by side
Odia - 1840
"ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମାରେ ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତବେେଳେ ଉଜାଡି ହାଇେ ପଡିଛି ଓ ତହିଁର ଦ୍ବାରସବୁ ଦଗ୍ଧ ହାଇେ ପଡିଛି ସେତବେେଳେ କାହିଁକି ମାରେ ମୁଖ ଦୁଃଖିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦଗ୍ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”