Nehemiah 2:4 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ମାେତେ କହିଲେ, ମାେ ନିକଟରୁ କ'ଣ ସାହାୟ୍ଯ ତୁମ୍ଭେ ଗ୍ଭହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ମୋତେ କହିଲେ, ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ? ତହୁଁ ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ।” ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।