Nehemiah 2:5 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ରାଜାଙ୍କୁ ଉତ୍ତର ଦଲେି, ଯଦି ମହାରାଜାଙ୍କର ସନ୍ତାଷେ ହୁଏ ଓ ଆପଣଙ୍କ ଦାସ ଯବେେ ଆପଣଙ୍କ ଦୃଷ୍ଟି ରେ ଅନୁଗ୍ରହ ପାଇଥାଏ, ତବେେ ଯିହୁଦା ଦେଶକୁ ମାରେପିତୃ ଲୋକଙ୍କ କବର ନଗରକୁ ମାେତେ ପଠାଇବାକୁ ଆଜ୍ଞା କରନ୍ତୁ। ମୁଁ ସଠାେକୁ ୟିବାକୁ ଗ୍ଭ ହେଁ। ଏବଂ ସଠାେରେ ମୁଁ ନଗର ପୁନର୍ବାର ପ୍ରତିଷ୍ଠା କରିବାକୁ ଗ୍ଭ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ରାଜାଙ୍କୁ ଉତ୍ତର ଦେଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ ମୋର ପିତୃ ଲୋକଙ୍କ କବର ନଗରକୁ ମୋତେ ପଠାଇବାକୁ ଆଜ୍ଞା କରନ୍ତୁ। ମୁଁ ସେଠାକୁ ଯିବାକୁ ଗ୍ଭହେଁ। ଏବଂ ସେଠାରେ ମୁଁ ନଗର ପୁନର୍ବାର ପ୍ରତିଷ୍ଠା କରିବାକୁ ଗ୍ଭହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି।”