Nehemiah 2:6 — Compare Translations
5 translations compared side by side
Odia - 1840
"ରାଣୀ ମଧ୍ଯ ରାଜାଙ୍କ ନିକଟରେ ବସିଥିଲେ। ରାଜା ଏବଂ ରାଣୀ ମାେତେ ପଚାରିଲେ, ତୁମ୍ଭର ୟାତ୍ରା କେତେ ଦିନ ଲାଗିବ? ତୁମ୍ଭେ ଏଠାକୁ କବେେ ଫରେିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ମୋତେ ପଚାରିଲେ, (ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ? ଏହିରୂପେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହୁଅନ୍ତେ, ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ରାଣୀ ମଧ୍ୟ ରାଜାଙ୍କ ନିକଟରେ ବସିଥିଲେ। ରାଜା ଏବଂ ରାଣୀ ମୋତେ ପଗ୍ଭରିଲେ, “ତୁମ୍ଭର ଯାତ୍ରା କେତେ ଦିନ ଲାଗିବ? ତୁମ୍ଭେ ଏଠାକୁ କେବେ ଫେରିବ?” ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେବାରୁ ମୁଁ ତାଙ୍କୁ ଏକ ନିର୍ଦ୍ଧିଷ୍ଟ ସମୟ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।