Nehemiah 2:7 — Compare Translations
5 translations compared side by side
Odia - 1840
"ମୁଁ ମଧ୍ଯ ରାଜାଙ୍କୁ କହିଲି, ଯଦି ମହାରାଜାଙ୍କର ସନ୍ତାଷେ ହୁଏ, ତବେେ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷମାନେ ଯେପରି ଯିହୁଦା ଦେଶ ରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ୟାତ୍ରା କରିବା ପାଇଁ ମାେତେ ଛାଡି ଦିଅନ୍ତି। ଏଥିପାଇଁ ସମାନଙ୍କେ ନିକଟକୁ ମାେ ହାତ ରେ ପତ୍ର ପଠାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ-ମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି। ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
Odia IRV 2017 (ଓଡିଆ ବାଇବେଲ)