Nehemiah 2:8 — Compare Translations

5 translations compared side by side

Odia - 1840
"ରାଜା ଆସଫ୍ଙ୍କ ନିମନ୍ତେ ମାେତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି। ସେ ଆସଫ୍ଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କଟାବ ପାଇଁ ମାେତେ ଖଣ୍ଡେ କାଠ ଦବୋ ଲାଗି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ଵାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ । ତହିଁରେ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।” ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।