Nehemiah 2:9 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହାଇେ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦଲେି। ତେଣୁ ଦଶାେଧ୍ଯକ୍ଷ ମାେ ସହିତ ସନୋପତି ଓ ଅଶ୍ବାରୋହୀମାନଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି । ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ଵାରୋହୀ-ମାନଙ୍କୁ ପଠାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋ’ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।