Nehemiah 3:1 — Compare Translations

5 translations compared side by side

Odia - 1840
"ଇଲିଯାଶୀବ ମହାୟାଜକ ଥିଲେ, ଇଲିଯାଶୀବ ଓ ତାଙ୍କର ସାଥି ଯାଜକମାନେ ମଷେ ଫାଟକ ଗଠନ କରିବାକୁ ଗଲେ। ସମାନେେ ସହେି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ବାର ସ୍ଥାପନ କଲେ। ସମାନେେ ସହସ୍ର ଦୂର୍ଗର ଓ ହନନଲେ ଦୂର୍ଗର କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଇଲିୟାଶୀବ୍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ଵାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଚୀର ନିର୍ମାଣ କର୍ତ୍ତା ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହା ପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।