Nehemiah 3:10 — Compare Translations
5 translations compared side by side
Odia - 1840
"ହରୁମଫର ପୁତ୍ର ୟିଦାଯ ଆପଣା ଗୃହ ସମ୍ମୁଖ ରେ ପ୍ରାଚୀର ଗଠନ କଲା। ତା ନିକଟକୁ ହଶ୍ବନିଯର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲା । ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ପ୍ରାଚୀର ଗଠନ କଲା। ତା’ ନିକଟକୁ ହଶ୍ବନିୟର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍ବନୀୟର ପୁତ୍ର ହଟୂଶ୍ ମରାମତି କଲା।