Nehemiah 3:11 — Compare Translations

5 translations compared side by side

Odia - 1840
"ହାରିମର ପୁତ୍ର ମଲ୍କିଯ ଓ ପହତ୍ ମାୟୋବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ ଦୁର୍ଗ ଗଠନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରିମର ପୁତ୍ର ମଲ୍‍କୀୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରିମର ପୁତ୍ର ମ‌‌‌‌ଲ୍‌‌‌‌‌‌‌କିୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗ ଗଠନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ହାରୀମର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।