Nehemiah 3:12 — Compare Translations
5 translations compared side by side
Odia - 1840
"ତାହା ନିକଟରେ ୟିରୁଶାଲମର ପ୍ରଦେଶର ଅର୍ଦ୍ଧଭାଗ ରେ ଅଧ୍ଯକ୍ଷ ହଲୋ ହେଶର ପୁତ୍ର, ଶଲ୍ଲୁମ ଓ ତାହାର କନ୍ଯାମାନେ ଜିର୍ଣ୍ଣ ପ୍ରାଚୀର ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍ ଓ ତାହାର କନ୍ୟାମାନେ ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ନିକଟରେ ଯିରୁଶାଲମର ପ୍ରଦେଶର ଅର୍ଦ୍ଧଭାଗରେ ଅଧ୍ୟକ୍ଷ ହଲୋହେଶର ପୁତ୍ର, ଶଲ୍ଲୁମ ଓ ତାହାର କନ୍ୟାମାନେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍ ଓ ତାହାର କନ୍ୟାମାନେ ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍ ଓ ତାହାର କନ୍ୟାମାନେ ମରାମତି କଲେ।