Nehemiah 3:13 — Compare Translations

5 translations compared side by side

Odia - 1840
"ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ବାରର ଭଗ୍ନାଂଶ ଗଠନ କଲେ। ସମାନେେ ତାହା ଗଢି ତାର କବାଟ, କବ୍ଜା, ଅର୍ଗଳ ସବୁ ଲଗାଇଲେ। ଆଉ ଖତଦ୍ବାର ପର୍ୟ୍ଯନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାନୂନ୍ ଓ ସାନୋହ ନିବାସୀମାନେ ଉପତ୍ୟକା-ଦ୍ଵାରର ଜୀର୍ଣ୍ଣସଂସ୍କାର କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ, ଆଉ ଖତଦ୍ଵାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ୱାରର ଭଗ୍ନାଂଶ ଗଠନ କଲେ। ସେମାନେ ତାହା ଗଢ଼ି ତାର କବାଟ, କ‌‌‌‌ବ୍‌‌‌‌ଜା, ଅର୍ଗଳସବୁ ଲଗାଇଲେ। ଆଉ ଖତଦ୍ୱାର ପର୍ଯ୍ୟନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।