Nehemiah 3:14 — Compare Translations
5 translations compared side by side
Odia - 1840
"ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବୈଥ୍-ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କୀୟ ଖତଦ୍ଵାରର ଜୀର୍ଣ୍ଣସଂସ୍କାର କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ବୈଥ୍ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କିୟ ଖତଦ୍ୱାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳ ଲଗାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଥ୍-ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଥ୍-ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।