Nehemiah 3:15 — Compare Translations

5 translations compared side by side

Odia - 1840
"ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ବାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳ ସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ୟିବା ପାବଛ ପର୍ୟ୍ଯନ୍ତ ସେ ରାଜାଙ୍କର ରାଜୋଦ୍ଯାନ ଓ ଶଲୋ ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝରଦ୍ଵାରର ଜୀର୍ଣ୍ଣସଂସ୍କାର କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାବଚ୍ଛ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ଜୀର୍ଣ୍ଣସଂସ୍କାର କଲା) ।
Odia Bible ERV 2004 (ପବିତ୍ର ବାଇବଲ)
ମି‌‌‌‌ସ୍‌‌‌‌ପା ପ୍ରଦେଶର ଶାସକ କ‌‌‌‌ଲ୍‌‌‌‌‌‌‌ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ୱାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କ‌‌‌‌ବ୍‌‌‌‌ଜା, ଢାଲ, ଅର୍ଗଳସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ଯିବା ପାବଛ ପର୍ଯ୍ୟନ୍ତ ସେ ରାଜାଙ୍କର ରାଜୋଦ୍ୟାନ ଓ ଶେଲା ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
Odia IRV 2017 (ଓଡିଆ ବାଇବେଲ)