Nehemiah 3:16 — Compare Translations
5 translations compared side by side
Odia - 1840
"ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ଯକ୍ଷ ଅସ୍ବୂକର ପୁତ୍ର ନିହିମିଯା ଦାଉଦଙ୍କର କବର ସମ୍ମୁଖ ପର୍ୟ୍ଯନ୍ତ ଓ ମନୁଷ୍ଯକୃତ ପୁଷ୍କରିଣୀ ପର୍ୟ୍ଯନ୍ତ ଓ ବୀରମାନଙ୍କ ଗୃହ ପର୍ୟ୍ଯନ୍ତ ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମିୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ମନୁଷ୍ୟକୃତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।