Nehemiah 3:17 — Compare Translations

5 translations compared side by side

Odia - 1840
"ତାର ନିକଟକୁ ଲବେୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତାପରେ ଅର୍ଦ୍ଧ କିଯୀଲା ପ୍ରଦେଶର ଅଧ୍ଯକ୍ଷ ହଶବିଯ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ଜୀର୍ଣ୍ଣସଂସ୍କାର କଲା । ତାହା ନିକଟରେ କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାର ନିକଟକୁ ଲେବୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତା’ପରେ ଅର୍ଦ୍ଧ କିୟୀଲା ପ୍ରଦେଶର ଅଧ୍ୟକ୍ଷ ହଶବିୟ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।