Nehemiah 3:18 — Compare Translations

5 translations compared side by side

Odia - 1840
"ସମାନଙ୍କେ ଭାତୃଗଣ କିଯୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ଯକ୍ଷ ହୋନାନଦର ପୁତ୍ର ବବଯ ତାହା ନିକଟରେ ଭଗ୍ନ ଅଂଶ ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦା ପୁତ୍ର ବବୟ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଭାତୃଗଣ କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୋନାନଦର ପୁତ୍ର ବବୟ ତାହା ନିକଟରେ ଭଗ୍ନ ଅଂଶ ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।