Nehemiah 3:19 — Compare Translations

5 translations compared side by side

Odia - 1840
"ତାହା ନିକଟରେ ମିସ୍ପାର ଅଧ୍ଯକ୍ଷ ଯଶୂେଯର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖ ରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ନିକଟରେ ମି‌‌‌‌ସ୍‌‌‌‌ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।