Nehemiah 3:2 — Compare Translations
5 translations compared side by side
Odia - 1840
"ଯିରୀହାରେ ଲୋକମାନେ ସମାନଙ୍କେ ପରେ କାମ କଲେ। ଇମ୍ରିର ପୁତ୍ର ସକ୍କୂର ଯିରୀହାରେ ଲୋକମାନଙ୍କ ପରେ କାମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ । ଆଉ, ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୂର ଗଢ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋର ଲୋକମାନେ ସେମାନଙ୍କ ପରେ କାମ କଲେ। ଇମ୍ରିର ପୁତ୍ର ସକ୍କୂର ଯିରୀହୋର ଲୋକମାନଙ୍କ ପରେ କାମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।