Nehemiah 3:20 — Compare Translations
5 translations compared side by side
Odia - 1840
"ତା'ର ନିକଟକୁ ସଦ୍ଦଯର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିଯାଶୀବ୍ ମହାୟାଜକର ଗୃହଦ୍ବାର ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍ ଯନି କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ଵାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ନିକଟକୁ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।