Nehemiah 3:21 — Compare Translations
5 translations compared side by side
Odia - 1840
"ତାପରକୁ ହକ୍କୋସର ପୌତ୍ର ଊରିଯର ପୁତ୍ର ମରମୋେତ୍ ଇଲିଯାଶୀବର ଗୃହଦ୍ବାରଠାରୁ ଇଲିଯାଶୀବର ଗୃହ ପ୍ରାନ୍ତ ପର୍ୟ୍ଯନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ହକକୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ଵାରଠାରୁ ଇଲୀୟାଶୀବର ଗୃହପ୍ରା; ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାପରକୁ ହକ୍କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବ୍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।