Nehemiah 3:22 — Compare Translations
5 translations compared side by side
Odia - 1840
"ତା'ପରକୁ ପ୍ରାନ୍ତର ବାସୀ ଯାଜକମାନେ ଭଗ୍ନ ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ଉତ୍ତାରେ ପ୍ରାନ୍ତରବାସୀ ଯାଜକମାନେ ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରକୁ ପ୍ରାନ୍ତର ବାସୀ ଯାଜକମାନେ ଭଗ୍ନ ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।