Nehemiah 3:23 — Compare Translations

5 translations compared side by side

Odia - 1840
"ସମାନଙ୍କେ ପରେ ବିନ୍ଯାମୀନ ଓ ହଶୂବ୍ ସମାନଙ୍କେ ଆପଣାମାନଙ୍କ ଗୃହଗୁଡିକ ସମ୍ମୁଖ ରେ ଭଗ୍ନ ଅଂଶ ମରାମତି କଲେ। ସମାନଙ୍କେ ପରେ ଅନନିଯର ପୁତ୍ର ମା ସଯେ, ମା ସଯରେ ପୁତ୍ର ଅସରିଯ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ୍ ଆପଣାମାନଙ୍କ ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲେ । ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପରେ ବିନ୍ୟାମୀନ ଓ ହଶୂବ୍ ସେମାନଙ୍କ ଆପଣାମାନଙ୍କ ଗୃହଗୁଡ଼ିକ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। ସେମାନଙ୍କ ପରେ ଅନନିୟର ପୁତ୍ର ମାସେୟ, ମାସେୟର ପୁତ୍ର ଅସରିୟ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟାର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।