Nehemiah 3:24 — Compare Translations

5 translations compared side by side

Odia - 1840
"ତା'ପରକୁ ହନୋଦଦର ପୁତ୍ର ବନ୍ନେୁଯୀ ଅସରିଯର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ହେନାଦଦ୍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରକୁ ହେନାଦଦର ପୁତ୍ର ବେନ୍ନୁୟୀ ଅସରିୟର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।