Nehemiah 3:25 — Compare Translations
5 translations compared side by side
Odia - 1840
"ଉଷଯର ପୁତ୍ର ପାଉଲ ପ୍ରାଚୀରର ବାଙ୍କ ସମ୍ମୁଖ ରେ ପ୍ରହରି ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖ ରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିଯୋଶର ପୁତ୍ର ପଦାଯ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣସଂସ୍କାର କଲା । ତାହା ଉତ୍ତାରେ ପରୀୟୋଶର ପୁତ୍ର ପଦାୟ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀ ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିୟୋଶର ପୁତ୍ର ପଦାୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।