Nehemiah 3:26 — Compare Translations
5 translations compared side by side
Odia - 1840
"ଏହି ସମୟରେ ନଥୀନୀଯମାନେ ଜଳଦ୍ବାରର ପୂର୍ବଦିଗ ରେ ସମ୍ମୁଖ ପର୍ୟ୍ଯନ୍ତ ଓ ବାହାର ଦୁର୍ଗ ପର୍ୟ୍ଯନ୍ତ ଓ ଫଲ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ନଥୀନୀୟମାନେ ଜଳଦ୍ଵାରର ପୂର୍ବଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ଓଫଲରେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗରେ ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ଓଫଲରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।