Nehemiah 3:27 — Compare Translations

5 translations compared side by side

Odia - 1840
"ତା'ପରେ ତକୋଯୀଯମାନେ ବାହାରସ୍ଥ ବଡ ଦୁର୍ଗ ସମ୍ମୁଖରୁ ଓ ଫଲର ପ୍ରାଚୀର ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓ ଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।