Nehemiah 3:28 — Compare Translations
5 translations compared side by side
Odia - 1840
"ଯାଜକମାନେ ପ୍ରେତ୍ୟକକ ନିଜ ନିଜ ଗୃହ ସମ୍ମୁଖ ରେ ଅଶ୍ବଦ୍ବାରର ଉପରଭାଗର ଭଗ୍ନଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ଵଦ୍ଵାରର ଉପରଭାଗର ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ପ୍ରତ୍ୟେକ ନିଜ ନିଜ ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପରଭାଗର ଭଗ୍ନଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।