Nehemiah 3:30 — Compare Translations
5 translations compared side by side
Odia - 1840
"ଶଲେିମିଯର ପୁତ୍ର ହନାନିଯ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ଭଗ୍ନାଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ଜୀର୍ଣ୍ଣସଂସ୍କାର କଲେ । ତାହା ଉତ୍ତାରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେଲିମିୟର ପୁତ୍ର ହନାନିୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ଭଗ୍ନାଂଶ ଗଠନ କଲେ। ତାହାପରେ ବେରିଖିୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରୀ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ମରାମତି କଲା।