Nehemiah 3:31 — Compare Translations
5 translations compared side by side
Odia - 1840
"ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଉତ୍ତାରେ ମଲକୀୟ ନାମକ ଜଣେ ସ୍ଵର୍ଣ୍ଣକାର ହମିପ୍କଦ୍ ଦ୍ଵାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମଲ୍କିୟ ନାମକ ଜଣେ ସ୍ୱର୍ଣ୍ଣକାର ସୈନ୍ୟମାନେ ଏକତ୍ରିତ ହେଉଥିବା ଫାଟକ ଆଗରେ ମନ୍ଦିର ଦାସମାନଙ୍କର, ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଭଗ୍ନ ଅଂଶ ମରାମତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ମଲ୍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ମଲ୍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।