Nehemiah 3:32 — Compare Translations
5 translations compared side by side
Odia - 1840
"କୋଣର ଉଠାଣୀ ଓ ମଷେଦ୍ବାର ମଧିଅରେ ସ୍ବର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୋଣର ଉଠାଣି ଓ ମେଷଦ୍ଵାର ମଧ୍ୟରେ ସ୍ଵର୍ଣ୍ଣକାର ଓ ବଣିକମାନେ ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୋଣର ଉଠାଣୀ ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।