Nehemiah 3:4 — Compare Translations
5 translations compared side by side
Odia - 1840
"ସମାନଙ୍କେ ପରେ ହକ୍କୋସର ପୁତ୍ର ଊରିଯ, ଊରିଯର ପୁତ୍ର ମରମୋେତ୍ ତାପର ଅଂଶ ମରାମତି କଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ନିକଟରେ ହକ୍କୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଜୀର୍ଣ୍ଣସଂସ୍କାର କଲା । ଆଉ, ସେମାନଙ୍କ ନିକଟରେ ମଶେଷବେଲର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ଜୀର୍ଣ୍ଣସଂସ୍କାର କଲା । ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ୍ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପରେ ହକ୍କୋସର ପୁତ୍ର ଊରିୟ, ଊରିୟର ପୁତ୍ର ମରେମୋତ୍ ତାପର ଅଂଶ ମରାମତି କଲା, ଏବଂ ସେମାନଙ୍କ ପରେ ମଶେଷବେଲର ପୁତ୍ର ବେରିଖିୟ ଓ ବେରିଖିୟର ପୁତ୍ର ମଶୁଲ୍ଲମ୍ ପରବର୍ତ୍ତୀ ଅଂଶ ମରାମତି କଲା। ଆଉ ସେମାନଙ୍କ ପରେ ବାନାର ପୁତ୍ର ସାଦୋକ୍ ପରବର୍ତ୍ତୀ ଅଂଶ ମରାମତି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।