Nehemiah 3:5 — Compare Translations
5 translations compared side by side
Odia - 1840
"ତକୋଯୀଯ ଲୋକମାନେ ମରାମତି କଲେ। ସମାନଙ୍କେ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମ ରେ ହସ୍ତକ୍ଷପେ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ନିକଟରେ ତକୋୟୀୟ ଲୋକମାନେ ଜୀର୍ଣ୍ଣସଂସ୍କାର କଲେ; ମାତ୍ର ସେମାନଙ୍କର କୁଳୀନବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମରେ ବେକ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତକୋୟୀୟ ଲୋକମାନେ ମରାମତି କଲେ। ସେମାନଙ୍କ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମରେ ହସ୍ତକ୍ଷେପ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।