Nehemiah 3:6 — Compare Translations

5 translations compared side by side

Odia - 1840
"ପା ସହରେ ପୁତ୍ର ଯିହାୟୋଦାରଦା ଓ ବିଷୋଦିଯାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସମାନେେ ତହିଁର କଢି କବାଟ, କବ୍ଜା ଓ ଅର୍ଗଳ ଲଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍ ପୁରାତନ ଦ୍ଵାରର ଜୀର୍ଣ୍ଣସଂସ୍କାର କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସେମାନେ ତହିଁର କଡ଼ି କବାଟ, କ‌‌‌‌ବ୍‌‌‌‌ଜା ଓ ଅର୍ଗଳ ଲଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।