Nehemiah 3:7 — Compare Translations

5 translations compared side by side

Odia - 1840
"ଗିବିଯୋନୀଯରୁ ମଲାଟିଯ ଓ ମରୋଣୋଥୀଯରୁ ୟାଦୋନ ସମାନଙ୍କେର ପାଶର୍‌ବ ପ୍ରାଚୀରକୁ ମରାମତି କଲେ। ସହେି ଲୋକମାନେ ଗିବିଯୋନ ଓ ମିସ୍ପାରୁ ଥିଲେ। ସମାନେେ ନଦୀର ପଶ୍ଚିମାଞ୍ଚଳ ରାଜ୍ଯପାଳ ଦ୍ବାରା ଶାସିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ନିକଟରେ ଗିବିୟୋନୀୟ ମଲାଟୀୟ ଓ ମରୋଣୋଥୀୟ ଯାଦୋନ, ଗିବୀୟୋନ ଓ ମିସ୍ପାର ଲୋକମାନେ ଜୀର୍ଣ୍ଣସଂସ୍କାର କଲେ, ଏମାନେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷର ସିଂହାସନର ଅଧୀନ ।
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନୀୟରୁ ମଲାଟିୟ ଓ ମରୋଣୋଥୀୟରୁ ଯାଦୋନ ସେମାନଙ୍କର ପାର୍ଶ୍ୱ ପ୍ରାଚୀରକୁ ମରାମତି କଲେ। ସେହି ଲୋକମାନେ ଗିବିୟୋନ ଓ ମି‌‌‌‌ସ୍‌‌‌‌ପାରୁ ଥିଲେ। ସେମାନେ ନଦୀର ପଶ୍ଚିମାଞ୍ଚଳ ରାଜ୍ୟପାଳ ଦ୍ୱାରା ଶାସିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।