Nehemiah 3:8 — Compare Translations
5 translations compared side by side
Odia - 1840
"ହର୍ହଯର ପୁତ୍ର ସ୍ବର୍ଣ୍ଣକାର ଉଷୀଯଲେ ସମାନଙ୍କେ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀଯ ୟିଏ କି ସୁଗନ୍ଧ ବ୍ଯାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସମାନେେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ୟିରୁଶାଲମ ଦୃଢ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିକଟରେ ସ୍ଵର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ୍ ଜୀର୍ଣ୍ଣସଂସ୍କାର କଲେ । ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ଜୀର୍ଣ୍ଣ-ସଂସ୍କାର କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହର୍ହୟର ପୁତ୍ର ସ୍ୱର୍ଣ୍ଣକାର ଉଷୀୟେଲ ସେମାନଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀୟ ଯିଏ କି ସୁଗନ୍ଧ ବ୍ୟାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୁଶାଲମ ଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧ-ବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।