Nehemiah 3:9 — Compare Translations

5 translations compared side by side

Odia - 1840
"ସମାନଙ୍କେ ନିକଟରେ ୟିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗ ରେ ଅଧ୍ଯକ୍ଷ ହୂରର ପୁତ୍ର ରଫାଯ ଭଗ୍ନ ପ୍ରାଚୀର ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ଜୀର୍ଣ୍ଣସଂସ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ନିକଟରେ ଯିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗରେ ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ଭଗ୍ନ ପ୍ରାଚୀର ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।