Nehemiah 4:1 — Compare Translations
5 translations compared side by side
Odia - 1840
"ସନ୍ବଲ୍ଲଟ ଯେତବେେଳେ ଶୁଣିଲା ଯେ ପ୍ରାଚୀର ଗଢା ହାଇଚେି, ସେ ଅତିଶଯ କୋପିତ ହାଇେ ୟିହୁଦୀଯଙ୍କୁ ପରିହାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ବଲ୍ଲଟ୍ ଏବଂ ଟୋବିୟ ସନ୍ବଲ୍ଲଟ୍ ଯେତେବେଳେ ଶୁଣିଲା ଯେ ପ୍ରାଚୀର ଗଢ଼ା ହୋଇଚି, ସେ ଅତିଶୟ କୋପିତ ହୋଇ ଯିହୁଦୀୟଙ୍କୁ ପରିହାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।